Report Card Odisha

| Daily Odia News

ବିଜୁ ଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

Breaking News