ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
More Stories
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..
ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା…..