ରିପୋର୍ଟ କାର୍ଡ / ନୂଆଦିଲ୍ଲୀ /ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୭୭ ବର୍ଷ ପୂରଣ କରି ୭୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ନବୀଙ୍କ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..