ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।






More Stories
ବିହାର ହାର୍ ପାଇଁ ଆରଜେଡି ଦାୟୀ…..
ଚମକିଲେ ଚିରାଗ ପାଶୱାନ,୨୨ସିଟରେ ଆଗୁଆ…..
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..