ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।





More Stories
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..
୬ଟି ଆସନରେ ଆଜି ଉପନିର୍ବାଚନ…..