ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଯୋଗୁଁ ଦେଶରେ ପେଟ୍ରୋଲିୟମ୍, ଅଶୋଧିତ ତୈଳ, ଗ୍ୟାସ ଓ ସାର ଆଦି ଯୋଗାଣ ବାଧାପ୍ରାପ୍ତ ହୋଇଛି। ଏପରି ସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଏକ ଉଚ୍ଚସ୍ତରୀୟ ବୈଠକରେ ଇନ୍ଧନ ଓ ଶକ୍ତି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ବୈଠକ କାଳରେ ମୋଦୀ ଦେଶବ୍ୟାପୀ ନିରବଚ୍ଛିନ୍ନ ଇନ୍ଧନ ଓ ଶକ୍ତି ଯୋଗାଣ ଉପରେ ଗୁରୁତ୍ବ ଦେଇଥିଲେ। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।






More Stories
ସହି ପାରୁନାହାଁନ୍ତି ମୋଦି!TVKକୁ ସମର୍ଥନ କରିବା ନେଇ ଗର୍ଜିଲେ…..
ପୁଣି ହିମନ୍ତ ବିଶ୍ୱ ଶର୍ମା ହେବେ ମୁଖ୍ୟମନ୍ତ୍ରୀ…..
ପରବର୍ତ୍ତୀ ନୌସେନା ମୁଖ୍ୟ କୃଷ୍ଣ ସ୍ବାମୀନାଥନ…..