ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ଼ କରିଛି । ଭୁବନେଶ୍ଵର, ସମ୍ବଲପୁର ଏବଂ ବ୍ରହ୍ମପୁର ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି। ନୟାପଲ୍ଲୀ ବେହେରା ସାହିରେ ଥିବା ଦୁଇଟି ଫ୍ଲାଟ୍ , ଏସପ୍ଲାନେଟରେ ଥିବା ମଲ୍, ଭୁବନେଶ୍ଵର ବଳଭଦ୍ରପୁର ସ୍ଥିତ ପ୍ରେଷ୍ଟିଜ୍ ଆପର୍ଟମେଣ୍ଟରେ ଥିବା ଏକ ଫ୍ଲାଟ୍ , ସମ୍ବଲପୁର ବରେଇପାଲିସ୍ଥିତ ତାଙ୍କ ଭଡା ଘର , ବ୍ରହ୍ମପୁର ସ୍ଥିତ ପୈତୃକ ଘର ଏବଂ ସମ୍ବଲପୁର ସ୍ଥିତ ଅଫିସରେ ଏକକାଳୀନ ଚଢାଉ କରାଯାଉଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..