ରିପୋର୍ଟ କାର୍ଡ / କଟକ
କଟକ ଚଣ୍ଡି ଛକରେ ଏକ କୋଚିଂସେଣ୍ଟରକୁ କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ସିଏମସି ସିଲ୍ କରିଛି । ସକାଳେ ରାଣୀହାଟରେ ଏକ ସପିଂ କଂପ୍ଲେକ୍ସ ସିଲ୍ କରାଯାଇଥିଲା। ସେପଟେ ଆଜି ଓଡ଼ିଶାରେ ୨୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୨୬ ଜଣ କ୍ୱାରେଣ୍ଟିନରେ ଥିବାବେଳେ୮୮ ଟି ଲୋକାଲ କେସ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୨୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନ୍ ସ୍ମୃତିପ୍ରଭା ଦାସ ସୂଚନା ଦେଇଛନ୍ତି। ୩ ଜଣଙ୍କ ମଧ୍ୟରେ ୨ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି। private-coaching-centre-sealed-covid19-guidelines-violation






More Stories
ଦିଲ୍ଲୀ ବ୍ଲାଷ୍ଟ କେସ୍ ସହିତ ଏମାନଙ୍କ କୌଣସି ସଂପର୍କ ନାହିଁ……
ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ…..
ବଦଳିଲା MGNREGA ନାଁ…..