ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରପେସର ବିଭୁତି ଭୁଷଣ ବିଶ୍ୱାଳ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛି। ଆଗାମୀ ୪ ବର୍ଷ ପାଇଁ ତାଙ୍କୁ ଏହି ପଦରେ ନିଯୁକ୍ତି କରାଯାଇଛି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଶ୍ରୀଯୁକ୍ତ ବିଶ୍ୱାଳ ବର୍ତ୍ତମାନ ମେଘାଳୟ IIT ର ନିର୍ଦ୍ଦେଶକ ପାଦରେ ଅଛନ୍ତି।
More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..