ରିପୋର୍ଟ କାର୍ଡ / ଭୁବନେଶ୍ବର
ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ ଗ୍ରହଣ କରିଥିବା ପ୍ରଫେସର ସାମଲ ନିଜ ସାହିତ୍ୟ କୃତି ପାଇଁ ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଜଣେ ଅଧ୍ୟାପକ ଓ ଗବେଷକ ଭାବେ ଉତ୍କଳ ବିଶ୍ବବିଦ୍ୟାଳୟଠାରୁ ବିଶ୍ୱଭାରତୀ ପର୍ଯ୍ୟନ୍ତ ଯାତ୍ରା ଓ ଅନେକ ସୃଷ୍ଟିର ସଂଭାର ତାଙ୍କୁ ଉଭୟ ଶିକ୍ଷକ, ଛାତ୍ରଛାତ୍ରୀ, ଗବେଷକ ଓ ପାଠକଙ୍କ ନିକଟରେ ପରିଚିତ କରାଇପାରିଛି। ଶ୍ରେଣୀକକ୍ଷ ଠାରୁ ସଭାକକ୍ଷ ଓ ମୁକ୍ତମଞ୍ଚର ଶ୍ରୋତାଙ୍କୁ ବିମୁଗ୍ଧ କରିଛି।






More Stories
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..