Report Card Odisha

| Daily Odia News

ପୁରୀରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ସୋମବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ବନକଲାଗି ନୀତି ଯୋଗୁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ରାତି ୯ରୁ ୨ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଶେଷ ହେବ ବୋଲି ସୂଚନା ମିଳିଛି।

Breaking News