ବଡ଼ ଖବର ରାଜ୍ୟ ପୁରୀରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ….. Report Card Bureau June 29, 2025 ରିପୋର୍ଟ କାର୍ଡ / ପୁରୀସୋମବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ବନକଲାଗି ନୀତି ଯୋଗୁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ରାତି ୯ରୁ ୨ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଶେଷ ହେବ ବୋଲି ସୂଚନା ମିଳିଛି।Post navigationPrevious ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……Next ପୁରୀ ରଥ ଯାତ୍ରା ଅଘଟଣ:ମୃତକଙ୍କ ପରିବାର ସହ କଥାହେଲେ ନବୀନ…Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ…… June 20, 2026 Report Card Bureau ଆମ ସହର ରାଜ୍ୟ ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ….. June 20, 2026 Report Card Bureau ରାଜ୍ୟ ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ….. June 20, 2026 Report Card Bureau
More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..