ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ କମିଶନ ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନୂଆପଡ଼ା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ। ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ବାଚନ କମିଶନ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..