ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଦିଲ୍ଲୀର ଆପଲୋ ହସପିଟାଲରେ ସେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ସେ ଭର୍ତ୍ତି ହୋଇଥିବା ଜଣାପଡ଼ଛି। ଡାଇଗ୍ନୋସିସ ପରେ ଭଗୱନ୍ତଙ୍କ ପାକସ୍ତଳୀରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପଟେ ପଞ୍ଜାବର ଦିବଙ୍ଗତ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାରୀଙ୍କୁ ଏନକାଉଣ୍ଟର ପରେ ପଞ୍ଜାବ ପୁଲିସକୁ ଶୁଭେଚ୍ଛା ଜଣାଇଛନ୍ତି ମାନ୍।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..