ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସୋମବାର ଦଶମୀ ତିଥିରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଉକ୍ତ ନୀତି ଦଇତାପତି ସେବକମାନଙ୍କ ଦ୍ୱାରା ସମ୍ପାଦିତ ହେବ।
More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……