ରିପୋର୍ଟ କାର୍ଡ / ପୁରୀ
ଆଜି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନ ହେରାପଞ୍ଚମୀ । ଜନ୍ମ ବେଦିରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ଟାରୁ ବନ୍ଦ ରହିବ। ୨୭ ତାରିଖ ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ। ୫ଟାରୁ ଦର୍ଶନ ବନ୍ଦ ରହିବ ବୋଲି ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ଦର୍ଶନ ବନ୍ଦ କରାଯିବ। ୨୭ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ହେବ।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….