ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ବୁଧବାର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥି | ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ଶେଷ ପରେ ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ମଙ୍ଗଳବାର ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ୪ ଘଣ୍ଟା ସର୍ବ ସାଧାରଣଙ୍କ ଦର୍ଶନ ବନ୍ଦ ରହିବ।
More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..