ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ସ୍ୱାସ୍ଥ୍ୟ ପରିସ୍ଥିତି ସମୀକ୍ଷା କଲେ ସ୍ୱାସ୍ଥ୍ୟ ସଚିବ…..
ବାପାର ଜୀବନ ନେଲା ପୁଅ…..
ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା:ପ୍ରଭାବିତ ହେବ ଏ ସବୁ ଅଞ୍ଚଳ…..