ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..