ରିପୋର୍ଟ କାର୍ଡ / ପୁରୀ
ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ କାଠ । ଶ୍ରୀକ୍ଷେତ୍ରରେ ରଥକାଠ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ଉପସ୍ଥିତିରେ କରାଗଲା ଅନୁକୂଳ ।ଆଜି ପବିତ୍ର ଶ୍ରୀ ପଞ୍ଚମୀ ଉପଲକ୍ଷେ ଶ୍ରୀମନ୍ଦିରରେ ଚଳିତ ଚଳିତ ବର୍ଷର ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି । ଶ୍ରୀମନ୍ଦିରରେ ପ୍ରଥମ ରଥକାଠ ପହଞ୍ଚିବା ପରେ ଅନୁକୂଳ କରାଯାଇଥିଲା । ବିଦ୍ଧି ମୁତାବକ ରଥକାଠ ପହଞ୍ଚିବା ପରେ ୩ କାଠ ପୂଜା ହୋଇଥିଲା । ପୂଜାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ରାଜଗୁରୁ ଓ ବ୍ରାହ୍ମଣ ଉପସ୍ଥିତ ଥିଲେ । ସମସ୍ତଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା ହୋଇଥିଲା ।






More Stories
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..