ରିପୋର୍ଟ କାର୍ଡ / ପୁରୀ
ପୁରୀ ବେଳାଭୂମିରେ ଭାସିଗଲେ ୩ ପର୍ଯ୍ୟଟକ। ୨ଜଣଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟଜଣେ ନିଖୋଜ ଥିବା ସୂଚନା ମିଳିଛି | ଉଦ୍ଧାର ହୋଇଥିବା ୨ ପର୍ଯ୍ୟଟକଙ୍କ ଅବସ୍ଥା ଗୁରୁତର ରହିଛି | ଅନ୍ୟପଟେ ନିଖୋଜ ଥିବା ପର୍ଯ୍ୟଟକଙ୍କୁ ଖୋଜିବା ପାଇଁ ପ୍ରଶାସନ ପ୍ରୟାସ ଜାରି ରଖିଛି ।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..