ରିପୋର୍ଟ କାର୍ଡ / ପୁରୀ
ପୁରୀକୁ ୫ ରାଜ୍ୟର ପର୍ଯ୍ୟଟକଙ୍କ ଉପରେ କଟକଣା ଜାରିକରାଯାଛି | ଜିଲ୍ଲାରେ କରୋନା ସଂକ୍ରମଣ ସଂଖ୍ୟା ବଢିଛି | ଆଜି କରୋନା ସ୍ଥିତି ସମୀକ୍ଷା ପରେ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି | ଏନେଇ ଆଜି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି | ଦେଶରେ ଦୈନିକ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି | ହାରାଷ୍ଟ୍ର, ପଞ୍ଜାବ, କେରଳ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ପ୍ରମୁଖ ରାଜ୍ୟର ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁକରାଯାଇଛି | ପୁରୀ ଆସୁଥିବା ୫ ରାଜ୍ୟର ପର୍ଯ୍ୟଟକଙ୍କ ପାଇଁ ପୂର୍ବର RT-PCR ପରୀକ୍ଷାର ନେଗେଟିଭ ରିପୋର୍ଟ ବାଧ୍ୟତା ମୂଳକ | ଯଦି ନେଗେଟିଭ ରିପୋର୍ଟ ଆଣନ୍ତି ତାହେଲେ ୭ ଦିନ ହୋମ ଆଇସୋଲେସନରେ ରହିବାକୁ ପଡିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି |
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..