ରିପୋର୍ଟ କାର୍ଡ / ପୁରୀ
ଆଜି ବୁଧବାର ଫାଲଗୁନ-ଶୁକ୍ଳ ତୃତୀୟା ତିଥି | ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ | ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।






More Stories
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..
ଆଜି ନୀଳାଦ୍ରିବିଜେ,ରସଗୋଲା ଦିବସ…..
ସୁଶାନ୍ତ ସିଂହ ଙ୍କ ପରଲୋକ…..