ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିର ଆନନ୍ଦବଜାରରେ ସେବାୟତଙ୍କ ମଧ୍ୟରେ ପିଟାପିଟି । ଜଣେ ସେବାୟତଙ୍କ ଆକ୍ରମଣରେ ଅନ୍ୟ ଜଣେ ସେବାୟତ ଆହତ ହୋଇଥିବା ଜଣାପଡିଛି । ଆହତ ସେବାୟତ ଜଣଙ୍କ ହେଉଛନ୍ତି ହରେକୃଷ୍ଣ ସୁଆର । ଆହତ ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ସେବାୟତ ବୁଲୁ ପଣ୍ଡାଙ୍କ ଆକ୍ରମଣରେ ହଆହତ ହୋଇଥିବା ରେକୃଷ୍ଣ ଅଭିଯୋଗ କରିଛନ୍ତି । ଏ ଘଟଣା ନେଇ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏ ନେଇ ପୁରୀ ଏସପି ସୂଚନା ଦେଇଛନ୍ତି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….