ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ଗୁରୁବାର ଅର୍ଥାତ୍ ୨୪ ଜୁଲାଇରେ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..