ରିପୋର୍ଟ କାର୍ଡ / ପୁରୀ
ପୁରୀ ସମୁଦ୍ରକୂଳରେ ଥିବା ହୋଟେଲରେ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଡିପ୍ ରିସୋର୍ଟ ହୋଟେଲ ରୁମ୍ ବାହାରେ ପଡିଛି ରକ୍ତ ଛିଟା । ମୃତ ପର୍ଯ୍ୟଟକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର । ତେବେ ତାଙ୍କୁ ହତ୍ୟା କରିବା ପରେ ସେଠାରେ ଫେରାର ହୋଇଯାଇଥିବା ଜଣାପଡିଛି । ହତ୍ୟାକାଣ୍ଡର କାରଣ କଣ ତାହା ଏବେବି ଅସ୍ପଷ୍ଟ ରହିଛି । ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..