ରିପୋର୍ଟ କାର୍ଡ / ପୁରୀ
ପୁରୀ ସମୁଦ୍ରକୂଳରେ ଥିବା ହୋଟେଲରେ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଡିପ୍ ରିସୋର୍ଟ ହୋଟେଲ ରୁମ୍ ବାହାରେ ପଡିଛି ରକ୍ତ ଛିଟା । ମୃତ ପର୍ଯ୍ୟଟକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର । ତେବେ ତାଙ୍କୁ ହତ୍ୟା କରିବା ପରେ ସେଠାରେ ଫେରାର ହୋଇଯାଇଥିବା ଜଣାପଡିଛି । ହତ୍ୟାକାଣ୍ଡର କାରଣ କଣ ତାହା ଏବେବି ଅସ୍ପଷ୍ଟ ରହିଛି । ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..