ରିପୋର୍ଟ କାର୍ଡ / ପୁରୀ
ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଖୋଲିବ ୩୫ ନୂଆ ଯୁକ୍ତ ଦୁଇ କଲେଜ…..
ଆଜି ଅଧରପଣା…..
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷୀବ……