Report Card Odisha

| Daily Odia News

୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ | ଏଥିଲାଗି ୪ଘଣ୍ଟା ଲାଗି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବେ। ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।

Breaking News