ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଖସାପଡ଼ା ନୀତି ଶେଷ ହେବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ପରମ୍ପରା ଅନୁଯାୟୀ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ।






More Stories
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଯୁବ କଂଗ୍ରେସ…..
ଯାତ୍ରୀଙ୍କୁ ପିଟିଲେ ପାଇଲଟ…..
କାର୍କୁ ଘୋଷାଡ଼ି ନେଲା ଟ୍ରକ…..