ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଖସାପଡ଼ା ନୀତି ଶେଷ ହେବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ପରମ୍ପରା ଅନୁଯାୟୀ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ।






More Stories
ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ…..
ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…..
ଆରମ୍ଭ ହେବ ଭୋଟର ସର୍ଭେ…..