Report Card Odisha

| Daily Odia News

ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ରୁଷ ରାଷ୍ଟ୍ରପତି ପୁଟନ ଭିଜିଟର ବୁକ୍‌ ରେ ସ୍ୱାକ୍ଷର କରିଛନ୍ତି ।

Breaking News