ଦେଶ ବିଦେଶ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍….. Report Card Bureau December 5, 2025 ରିପୋର୍ଟ କାର୍ଡ / ନୂଆଦିଲ୍ଲୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ରୁଷ ରାଷ୍ଟ୍ରପତି ପୁଟନ ଭିଜିଟର ବୁକ୍ ରେ ସ୍ୱାକ୍ଷର କରିଛନ୍ତି ।Post navigationPrevious ରେପୋ ହାର ହ୍ରାସ…..Next ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ଦେଶ ବିଦେଶ ରାଜନୀତି ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ….. August 19, 2026 Report Card Bureau ଦେଶ ବିଦେଶ ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ….. August 19, 2026 Report Card Bureau ଦେଶ ବିଦେଶ ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି….. August 15, 2026 Report Card Bureau
More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..