ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟଗୋଷ୍ଠୀ କ୍ରିଡ଼ା ବ୍ୟାଡମିଣ୍ଟନରେ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତି ଭାରତ ପାଇଁ ଇତିହାସ ରଚିଛନ୍ତି ପିଭି ସିନ୍ଧୁ। ଭାରତର ପିଭି ସିନ୍ଧୁ କାନାଡାର ମିସେଲ ଲିଙ୍କୁ ହରାଇ ସ୍ବର୍ଣ୍ଣ ଜିତିଛନ୍ତି | ଏଥି ସହିତ, କାନାଡାର ମିସେଲ ଲିଙ୍କୁ ରୌପ୍ୟ ପଦକ ରେ ସନ୍ତୁଷ୍ଟ ହେବାକୁ ପଡିଛି। ମିଳିଥିବା ସୂଚନା ଅନୁସାରେ-ଏହି ମ୍ୟାଚ୍ ପୁର୍ବରୁ ସିନ୍ଧୁଙ୍କ ବାମ ଗୋଡରେ ଆଘାତ ଲାଗିଥିଲା, ଏପରିକି ମ୍ୟାଚ୍ ମଝିରେ ସେ ଆହତ ହୋଇଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….