ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚାଇନା ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗ ଭାରତ ଗସ୍ତରେ ଆସିବେ। ଏହି ଗସ୍ତରେ ମାର୍ଚ୍ଚ ୨ରେ ଦିଲ୍ଲୀରେ ଅନୁଷ୍ଠିତ ଜି -୨୦ ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗ ଦେବେ। ଚାଇନା ବୈଦେଶିକ ମନ୍ତ୍ରଣାଳୟ ଏନେଇ ସୂଚନା ଦିଆଯାଇଛି। ମୁଖପାତ୍ର ମାଓ ନିଙ୍ଗ କହିଛନ୍ତି, ଜି -୨୦ ମୁଖ୍ୟତଃ ବିଶ୍ୱ ଅର୍ଥନୀତି ଉପରେ ଫୋକସ କରୁଛି। ଚାଇନା ସବୁ ଦଳ ସହ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛି। ଜି -୨୦ ବୈଦେଶିକ ମନ୍ତ୍ରୀ ବୈଠକ ଆସନ୍ତା ମାର୍ଚ୍ଚ ୧ରୁ ଦିଲ୍ଲୀରେ ଆରମ୍ଭ ହେବ।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….