ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନେତା ମନ୍ତ୍ରୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଦେଉଛନ୍ତି ପୁଳା ପୁଳା ପ୍ରତିଶ୍ରୁତି। ଆଜି ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଭୋଟର୍ଙ୍କୁ ଦେଖାଇଛନ୍ତି ଲୋଭ। ଆନ୍ଧ୍ରପ୍ରଦେଶର ନିଜ ନିର୍ବାଚନୀ ମଣ୍ଡଳି କୁପ୍ପମ୍ରେ ଏକ ରାଲିକୁ ସମ୍ବୋଧିତ କରି ଚନ୍ଦ୍ରବାବୁ ନାଇଡୁ ଭୋଟର୍ଙ୍କୁ ଭଲ ମଦ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସେ କହିଛନ୍ତି, ‘ନିର୍ବାଚନ ଜିତିଲେ ତଥା ୪୦ ଦିନ ପରେ କମ୍ ଦାମ୍ରେ କ୍ୱାଲିଟି ତଥା ଭଲ ମଦ ଦିଆଯିବ। ମୋର ଛୋଟ ଭାଇମାନେ ମଦର ଦାମ୍ କମ୍ କରିବାକୁ ଦାବି କରୁଛନ୍ତି।






More Stories
ରାଜ୍ୟ ସଭାରେ ଉଠିଲା ଓଡ଼ିଶାର ଜାତିଗତ ଭେଦଭାବ କଥା……
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ….
ସଂସଦ କାର୍ଯ୍ୟ ୯ ପର୍ଯ୍ୟନ୍ତ ମୁଲତବୀ…..