ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ନୂଆ ସିଇଓ ହେଲେ ୨୦୦୧ ମସିହାର ଆଇଏଏସ ଅଫିସର ଆର.ସନ୍ଥଗୋପାଳନ । ସନ୍ଥଗୋପାଳନଙ୍କୁ ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତି ନେଇ ଇସିଆଇ ଅଫିସରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ସିଇଓ ଥିବା ନିକୁଞ୍ଜବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ମିଳିବା ପରେ ସିଇଓ ପଦବୀ ଖାଲି ପଡିଥିଲା । ଶେଷରେ ଆର.ସନ୍ଥଗୋପାଳନଙ୍କୁ ନିଯୁକ୍ତ କରାଯାଇଛି ।






More Stories
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ରଥଯାତ୍ରାକୁ ଛୋଟଛୁଆ ବୃଦ୍ଧ ଓ ରୋଗୀ ନଆସିବାକୁ ଅପିଲ୍…..
ଓସେପା ଅଫିସରୁ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ…..