ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ହୋଇଛିା ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି | ହୃଦଘାତରେ ତାଙ୍କର ବିୟୋଗ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି । ସରକାରୀ ଚାକିରି କରିଥିଲେ ମଧ୍ୟ ରବୀନ୍ଦ୍ର ନାରାୟଣ ମିଶ୍ର ସାହିତ୍ୟ ପ୍ରତି ରୁଚି ରଖିଥିଲେ। ଆକାଶବାଣୀରେ ଅନେକ କବିତା, ଗଳ୍ପ ଓ ପ୍ରବନ୍ଧ ପାଠ କରିଛନ୍ତି । ତାଙ୍କର ଅନେକ ପୁସ୍ତକ ବିଭିନ୍ନ ଭାଷାରେ ମଧ୍ୟ ଅନୁବାତିତ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..