Report Card Odisha

| Daily Odia News

ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି | ଆଜି ସୁରଟ ଜିଲ୍ଲା କୋର୍ଟ ଦୋଷୀ ସାବ୍ୟସ୍ତ କରିଥିବା ଜଣାପଡିଛି | ମୋଦି ସାରନେମ ମନ୍ତବ୍ୟ ପାଇଁ ରାହୁଲ ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି |

Breaking News