ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଅକ୍ଟୋବର ଶେଷ ସପ୍ତାହ ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରିୟଙ୍କା ଗାନ୍ଧୀ ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି । ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୁଡାନ୍ତ ତାରିଖ ପ୍ରସ୍ତୁତ ହେବ ଦିଲ୍ଲୀରେ ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିଥିବା ବେଳେ ଶେଷ ସପ୍ତାହରେ ଆସିବାକୁ ସହମତି ପ୍ରକାଶ କରିଛନ୍ତି । ୪ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ । ରାହୁଲଙ୍କ ସହ ଆଲୋଚନା କାଳରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବି ବିସ୍ତୃତ ଆଲୋଚନା ହୋଇଛି । ସୂଚନା ଥାଉକି ଏହା ପୂର୍ବରୁ ୨୦୧୯ରେ ଓଡ଼ିଶା ଆସିଥିଲେ ରାହୁଲ ଗାନ୍ଧୀ । ନିର୍ବାଚନ ବେଳେ ରାଜ୍ୟରେ ଆସି ନିର୍ବାଚନ ପ୍ରଚାର କରିବାବେଳେ ଦଳୀୟ କର୍ମୀଙ୍କ ଉଦେେବୋଧନ ଦେଇଥିଲେ ।






More Stories
ଶରଦ ପାଓ୍ବାରଙ୍କୁ ଝଟକା:ଅଜିତ ଯିବା ପରେ ବଦଳିଗଲା NCP!…..
“ହମ୍ପଟି ଡମ୍ପଟି ବଜେଟ”……
ଜାଣନ୍ତୁ ଚଳିତବର୍ଷର ବଜେଟ୍…..