ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ | ଏହି ସମୟରେ ଓଡିଶା ନିର୍ମାଣ କନକ୍ଲେଭ-୨୨ ରେ ଯୋଗଦେବେ। ଶ୍ରୀ ବୈଷ୍ଣବ ମଧ୍ୟ ପୂର୍ବ ତଟ ରେଳପଥ ମୁଖ୍ୟାଳୟ ରେଳ ସଦନ, ଚନ୍ଦ୍ରଶେଖରପୁର ଠାରେ ରେଳପଥ ଅଧିକାରୀଙ୍କ ସହ ଓଡ଼ିଶାରେ ଚାଲୁ ରହିଥିବା ରେଳ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..