ରିପୋର୍ଟ କାର୍ଡ / ଭୁବନେଶ୍ବର
ରଥଯାତ୍ରା ସମୟରେ ପୁରୀଠାରୁ ୨୦୫ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରାଳୟ ଯୋଜନା କରିଥିବା ଜଣାପଡିଛି । ଚଳିତ ବର୍ଷ ପୁରୀରେ ବହୁ ତୀର୍ଥଯାତ୍ରୀ ଏକାଠି ହେବେ ବୋଲି ରେଳବାଇ ଆକଳନ କରୁଛି। କରୋନା ପାଇଁ ଗତ ଦୁଇ ବର୍ଷ ହେଲା ବିନା ଭକ୍ତରେ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ବ୍ୟତୀତ ପୂର୍ବତଟ ରେଳପଥ ପଡୋଶୀ ରାଜ୍ୟଗୁଡିକର ସ୍ୱତନ୍ତ୍ର ରେଳ ବ୍ୟତୀତ ପୁରୀକୁ ଆସୁଥିବା ଏବଂ ପୁରୀ ଠାରୁ ଛାଡୁଥିବା ଅନେକ ବିଶେଷ ରେଳଗୁଡିକରେ ତୀର୍ଥଯାତ୍ରୀମାନଙ୍କୁ ସଂରକ୍ଷିତ କ୍ଲାସ୍ ଯାତ୍ରା ସୁବିଧା କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..