ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ କମିବ ରାଜ୍ୟରେ ଲଘୁଚାପ ପ୍ରଭାବ | କମିବ ବର୍ଷାର ପରିମାଣ ଏବଂ ବିସ୍ତୃତି | ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।| ଏଯାବତ ମୌସୁମୀ ଋତୁରେ ୧୧୫୩.୩ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା ୧୦୯୯.୯ ମିମି ତୁଳନାରେ ୫% ଅଧିକ ରହିଛି| ରାଜ୍ୟରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି | ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ସକାଳେ ଶୁଖିଲା ପାଗ ରହିବ|






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..