ରିପୋର୍ଟ କାର୍ଡ / ବାଲେଶ୍ଵର
କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର। ଆଜି ଇଓଡବ୍ଲୁ ରାଜାଙ୍କୁ ବାଲେଶ୍ଵର କୋର୍ଟରେ ହାଜର କରିଛି। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି। ତେବେ ଏହି ବେଆଇନ କାର୍ଯ୍ୟରେ ଆଉ କେଉଁମାନଙ୍କ ସମ୍ପୃକ୍ତ ରହିଛି, ସେନେଇ ଇଓଡବ୍ଲ୍ୟୁ ତଦନ୍ତକୁ ଜୋରଦାର୍ କରିଛି। ତେବେ ମାମଲାରେ ଆଗକୁ ଗିରଫ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣେ ଅଧିକାରୀ କହିଛନ୍ତି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..