ରିପୋର୍ଟ କାର୍ଡ / କେନ୍ଦୁଝର
ରାଜା ଚକ୍ରଙ୍କୁ ମିଳିଲା ଜାମିନ। କେନ୍ଦୁଝର କୋର୍ଟରେ ଚାଲିଥିବା ମାମଲାରେ ୧୫ ଦିନ ପାଇଁ ସର୍ତ୍ତମୁଳକ ଜାମିନ ପ୍ରଦାନ କରିଛନ୍ତି ଜିଲ୍ଲା ଦୌରାଜଜ୍ । ଶଶୁରଙ୍କ ମୃତ୍ୟୁ ପରେ ତାଙ୍କର କ୍ରିୟାକର୍ମରେ ଯୋଗ ଦେବାପାଇଁ ଜାମିନ ମଞ୍ଜୁର ହୋଇଥିବା ଜଣାଯାଇଛି। କୌଣସି ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଏବଂ ଜାମିନ ଅବଧି ପରେ କୋର୍ଟରେ ହାଜର ହେବା ସର୍ତ୍ତ ରଖାଯାଇଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..