ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଓପିଆଇଡି କୋର୍ଟ। କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ କ୍ରାଇମବ୍ରାଞ୍ଚ ରାଜାଙ୍କୁ ଗିରଫ କରିଛି। ରାଜା ଚକ୍ରଙ୍କ ଅନ୍ୟ ଦୁଇ ଜଣ ସହଯୋଗୀଙ୍କୁ ମଧ୍ୟ ରିମାଣ୍ଡ ମିଳିଛି। ସଭାପତି ମାନସ ବାରିକ୍ , ସମ୍ପାଦକ ଉତ୍କଳ ଦାଶ ମଧ୍ୟ ରିମାଣ୍ଡରେ ଯିବା ନେଇ ସୂଚନା ମିଳିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..