ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟରେ ହାଜର ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଅଶୋକ ଗେହଲଟ। କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ପକ୍ଷରୁ ଦାୟର ମାନହାନି ମାମଲାରେ କୋର୍ଟ ଶ୍ରୀ ଗେହଲଟଙ୍କୁ ହାଜର ହେବା ଲାଗି ସମାନ ଜାରି କରିଛନ୍ତି। ଆସନ୍ତା ମାସ ୭ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂଜୀବନୀ ଦୁର୍ନୀତି ମାମଲାରେ ଶ୍ରୀ ଗେହଲଟ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ବିରୋଧରେ ମାନହାନୀସୂଚକ ମନ୍ତବ୍ୟ ଦେଇ ଥିବାରୁ, ସେ ଅପରାଧିକ ମାମଲା ରୁଜ୍ଜୁ କରିଥିବା ଜଣାପଡିଛି।






More Stories
ନିର୍ବାଚନ ସମୟରେ ଭୋଟର ପରିଚୟ ପତ୍ର ଯାଞ୍ଚ କରିବେ ଯବାନ…..
ଆପ୍ ଦଳ ବିରୁଦ୍ଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ରାଘବ…..
ପାକିସ୍ତାନରେ ଆଲୋଚନାକୁ ଇରାନର ମନା…..