ରିପୋର୍ଟ କାର୍ଡ / ଜୟପୁର
ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଗୁରୁବାର ଶେଷ ହୋଇଛି । ଆସନ୍ତାକାଲି ଶନିବାର ୨୫ ତାରିଖ ରାଜ୍ୟର ୨୦୦ଟି ଆସନ ମଧ୍ୟରୁ ୧୯୯ଟି ଆସନରେ ଭୋଟ୍ ଗ୍ରହଣ ହେବ । ଶ୍ରୀ ଗଙ୍ଗାନଗର ଆସନରେ କଂଗ୍ରେସ ପ୍ରାର୍ଥୀ ଗୁରୁମିତ ସିଂ କନୌରଙ୍କ ପରଲୋକ ଯୋଗୁଁ ସେଠାରେ ନିର୍ବାଚନ ସ୍ଥଗିତ ରଖାଯାଇଛି । ଶନିବାର ରାଜ୍ୟରେ ୫ କୋଟି ୨୫ ଲକ୍ଷ ଭୋଟର ମତଦାନ କରିବେ । ପ୍ରଚାରର ଶେଷଦିନରେ ବିଜେପି ଓ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରଚାର କରାଯାଇଥିଲା ।






More Stories
ଦିଲ୍ଲୀ ବୋମା ବିସ୍ଫୋରଣ: ରହିଛି ଓଡିଶା ଲିଙ୍କ୍!….
ଚୀନକୁ ଆମେରିକାର ଖୋଲା ଚେତାବନୀ…..
ସରକାରଙ୍କ ବଡ଼ ଘୋଷଣା:ତେଲ-ଗ୍ୟାସ ସପ୍ଲାଏରେ…..