ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା ହେବାର ଗୋଟିଏ ଦିନ ପରେ ପୁଣି ବଦଳିଲା ନିର୍ବାଚନ ତାରିଖ | ରାଜସ୍ଥାନ ବିଧାନସଭା ନିର୍ବାଚନ ନଭେମ୍ବର ୨୩ରେ ଭୋଟ ଦେବେ ବୋଲି ମୁଖ୍ୟ ନିର୍ବାଚନ କମିଶନର ଘୋଷଣା କରିଥିଲେ। ହେଲେ ଆଜି ଭୋଟିଂ ତାରିଖରେ ସଂଶୋଧନ କରାଯାଇଛି। ରାଜସ୍ଥାନରେ ନଭେମ୍ବର ୨୩ ବଦଳରେ ନଭେମ୍ୱର ୨୫ରେ ଭୋଟ ହେବ। ମତଦାନର ତାରିଖ ବଦଳି ଥିଲେ ହେଁ ଭୋଟ ଗଣତି ଓ ଫଳାଫଳ ବାକି ୪ ରାଜ୍ୟ ସହ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଇବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….