ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଓଡିଶାର ପାରମ୍ପରିକ ଗଣପର୍ବ ରଜ। ଏହି ଅବସରରେ ଓଡିଶା ତଥା ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଜର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ ଯୋଗେ କହିଛନ୍ତି, ରଜର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି।
More Stories
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..
ରାଜ୍ୟ ସରକାରଙ୍କୁ ଜୋରିମାନା…..